୨୪ ଘଂଟାରେ ମରିଛନ୍ତି ୬୫

  • 11-Jul-2021
  • 0 Comments


ବିଗତ ୨୪ ଘଂଟାରେ ୬୫ ଜଣ କରୋନା ରୋଗୀ ପ୍ରାଣ ହରାଇଥିବା ସ୍ୱାସ୍ଥ୍ୟ ବିଭାଗ ସୂତ୍ରରୁ ପ୍ରକାଶ । ଫଳରେ ରାଜ୍ୟରେ କରୋନାଜନିିତ ମୃତୁ୍ୟସଂଖ୍ୟା ୪୫୯୯କୁ ଛୁଇଁଛି । ୬୫ ମୃତକଙ୍କ ଭିତରୁ ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୧୪ ଅଛନ୍ତି । ପୁରୀ, କେନ୍ଦୁଝର ଓ ବରଗଡ଼ ଜିଲ୍ଲାରୁ ୬ ଜଣ ଲେଖାଏଁ, ଅନୁଗୁଳ ଓ ମୟୂରଭଞ୍ଜରୁ ୫ ଜଣ ଲେଖାଏଁ, ନୟାଗଡ଼ରୁ ୪, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା ଓ ଗଞ୍ଜାମରୁ ୩ ଜଣ ଲେଖାଏଁ, ବାଲେଶ୍ୱର, ବଲାଙ୍ଗିର, ବୌଦ୍ଧ, କଟକ, ଢେଙ୍କାନାଳ, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି ।
 

Related

News